ଓଡ଼ିଶା ବିଜେପି, ବିଜୁ ଜନତା ଦଳର ଦାବି ମାନି ନେଇଥିବା ଜାଣି ମତେ ଖୁସି ଲାଗିଲା। ଆଜି ଦିନ ୯ଟା ବେଳେ ଏକ ମିଳିତ ସାମ୍ବାଦିକ ସମ୍ମିଳନୀରେ ଓଡିଶା ବିଜେପିର ବରିଷ୍ଠ ନେତାମାନେ ଏକାଠି ହୋଇ ୨୦୨୪ ବିଧାନସଭା ନିର୍ବାଚନ ପାଇଁ ସେମାନଙ୍କର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବାକୁ ଯାଉଛନ୍ତି।
Pranab Prakash Das
3,148 posts
Biju Janata Dal
Jajpur / Bhubaneswar
Joined December 2015
- ଶ୍ରୀଯୁକ୍ତ @dpradhanbjp ଜାଣିସାରିଲେଣି ତିନି ଚତୁର୍ଥାଂଶ ସଂଖ୍ୟା ଗରିଷ୍ଠତା ସହ ବିଜେଡି ନିର୍ବାଚନ ଜିତୁଛି, ସେଥିପାଇଁ ତାଙ୍କ ମୁଣ୍ଡ କାମ କରୁନି। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ଭାଷା ପ୍ରୟୋଗ, ଅପମାନସୂଚକ ମନ୍ତବ୍ୟ ଦେବା ପରେ ଶେଷରେ ମଞ୍ଚ ଉପରୁ ନିଜ ଭାଷଣରେ ଲୋକଙ୍କୁ ପ୍ରତ୍ୟକ୍ଷ ଭାବେ ଧମକ ଦେବାକୁ ମଧ୍ୟ ପଛାଇ
- With the blessings of Lord Jagannatha and the faith of people of Odisha, BJD has been serving the state and transforming it like never before in every sector. BJD will contest in all 147 assembly constituencies and all 21 Lok Sabha constituencies with the support of people of
- .@dpradhanbjp ଭାଇ, ଓଡ଼ିଶାର ସଂସ୍କୃତି ଅତ୍ୟନ୍ତ ଉଚ୍ଚକୋଟୀର। ଜଣେ ବ୍ୟକ୍ତି ରାଜନୀତିରେ ଥାଆନ୍ତୁ କିମ୍ବା କୈାଣସି ବି କ୍ଷେତ୍ରରେ, ସଭିଏଁ ଏହି ସଂସ୍କୃତିକୁ ସମ୍ମାନ ଦେଇଥାନ୍ତି। ଅତ୍ୟନ୍ତ ଶାଳୀନତା ଓ ଭଦ୍ରାମୀର ସହ କଥା ହେବା ଓ ପ୍ରତିପକ୍ଷଙ୍କୁ ସମ୍ମାନ ଦେବା ହିଁ ଓଡ଼ିଆଙ୍କୁ, ଦେଶରେ ସମ୍ମାନସ୍ପଦ ପରିଚୟ ଦେଇଛି। ଓଡ଼ିଶା
- .@dpradhanbjp ଭାଇ, ଏହି ଦୁଇଟି ଫଟୋକୁ ଟିକେ ଭଲ ଭାବେ ଦେଖନ୍ତୁ। ଫଟୋ – ୦୧ : ଏହା ବିଜୁ ଏକ୍ସପ୍ରେସ ୱେ । ରାଜ୍ୟ ସରକାରଙ୍କ ଦ୍ୱାରା ନିର୍ମିତ, ଦେଶର ଅନ୍ୟତମ ଶ୍ରେଷ୍ଠ ରାସ୍ତା ଫଟୋ – ୦୨ : ଏହା ଏନଏଚ-୫୫, ୧୦ ବର୍ଷ ହେଲା କାମ ସରୁନି ଧର୍ମେନ୍ଦ୍ର ଭାଇ, ଏନଏଚ-୫୫ରେ ଗତ ୫ ବର୍ଷରେ ୪୦୦ରୁ ଅଧିକ ଦୁର୍ଘଟଣାରେ ୨୦୦ରୁ ଅଧିକ
- ଚଳିତ ବର୍ଷ ରେଳ ବଜେଟରେ ଓଡ଼ିଶା ପାଇଁ ଅଧିକ ଅର୍ଥ ଆବଣ୍ଟନ ହୋଇଥିବା କହି ବାହା ବାହା ନେବା ଛାଡ଼, ବାସ୍ତବତା କଣ ସେଟା ଓଡ଼ିଶାବାସୀ ବହୁତ ଭଲ ଭାବେ ବୁଝି ସାରିଛନ୍ତି। ଉଦାହରଣ, ଖୋର୍ଦ୍ଧା-ବଲାଙ୍ଗିର ରେଳ ଲାଇନ ଯାହା ଆପଣଙ୍କ ସରକାରଙ୍କ ପୂର୍ବରୁ କାମ ଆରମ୍ଭ ହୋଇଥିଲା। ୯ ବର୍ଷରେ ମାତ୍ର ଖୋର୍ଦ୍ଧାରୁ ନୟାଗଡ଼ ରେଳ ଚାଲି ପାରିଛି।
- .@dpradhanbjp ବାବୁ, ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ଆପଣଙ୍କର ବିଜୟ ପାଇଁ ଅଭିନନ୍ଦନ ଓ ଶୁଭେଚ୍ଛା। ଆଶା କରୁଛି, ସମ୍ବଲପୁରର ସର୍ବାଙ୍ଗୀନ ବିକାଶ ପାଇଁ ଆପଣ ସାଂସଦ ଭାବେ ନିରନ୍ତର କାର୍ଯ୍ୟ କରିବେ।
- ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha କେବେବି ଜନବିରୋଧୀ କାର୍ଯ୍ୟକୁ ପ୍ରଶ୍ରୟ ଦେଇନାହାନ୍ତି। ପୂର୍ବରୁ ମଧ୍ୟ ସେ ନିଜ ଦଳର ବିଧାୟକଙ୍କ ଜନବିରୋଧୀ କାର୍ଯ୍ୟ ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଗ୍ରହଣ କରିଛନ୍ତି। ଆଜିର କାର୍ଯ୍ୟାନୁଷ୍ଠାନ ଏହାକୁ ପୁଣିଥରେ ପ୍ରମାଣିତ କରିଛି। ଓଡ଼ିଶାବାସୀଙ୍କ ସ୍ଵାର୍ଥ ସବୁଠୁ ଆଗରେ। ଜୟ ଜଗନ୍ନାଥ🙏
- .@dpradhanbjp ଭାଇ, ଏହା ସତ, ଶ୍ରୀ ଜୟନାରାୟଣ ମିଶ୍ରଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ବିରୋଧୀ ଦଳ ନେତା କରିନାହାନ୍ତି। ଆପଣଙ୍କ ପାର୍ଟି କରିଛି। ହେଲେ କର୍ତ୍ତବ୍ୟରତ ମହିଳା ଅଧିକାରୀ ଅନିତା ପ୍ରଧାନ, ଯାହାଙ୍କୁ ଶ୍ରୀ ମିଶ୍ର ଶାରିରୀକ ଆକ୍ରମଣ କଲେ, ତାଙ୍କୁ ଆପଣଙ୍କ ପାର୍ଟି କେବେ ନ୍ୟାୟ ଦେବ? ସାରା ଓଡିଶାବାସୀ ଜାଣିବାକୁ ଚାହୁଁଛନ୍ତି।
- Replying to @pranabpdasଏ ହେଉଛି ଓଡ଼ିଶାରେ ରେଳ ବିକାଶର ବାସ୍ତବ ଚିତ୍ର। ଓଡ଼ିଶାବାସୀଙ୍କୁ ଆଉ ଭୁଆଁ ବୁଲାନ୍ତୁ ନାହିଁ। ଯଦି କାମ କରି ପାରୁନାହାନ୍ତି ତେବେ ଚୁପ ରୁହନ୍ତୁ। ଆବଣ୍ଟନର ସ୍ୱପ୍ନ ଭିତରେ ବାସ୍ତବତା କେତେ ତାହା ଓଡ଼ିଶାବାସୀ ଜାଣି ସାରିଛନ୍ତି।
- Replying to @pranabpdas୨୦୨୧-୨୨ ବର୍ଷରେ ଓଡ଼ିଶା ପାଇଁ ରେଳରେ ଆବଣ୍ଟିତ ହୋଇଥିବା ଅର୍ଥ ବାସ୍ତବରେ କେତେ ଖର୍ଚ୍ଚ ହୋଇଛି, ଯଦି ଦେଖାଯିବ ତେବେ ଆବଣ୍ଟନ ସ୍ୱପ୍ନର ବାସ୍ତବତା ପ୍ରତିଫଳିତ ହେବ। ମୁଁ ପୁଣି ଅନୁରୋଧ କରୁଛି ଦୟାକରି ଓଡ଼ିଶାବାସୀଙ୍କୁ ଭୁଆଁ ବୁଲାନ୍ତୁ ନାହିଁ। #ଓଡ଼ିଶାବାସୀଙ୍କୁଭୁଆଁବୁଲାନ୍ତୁନାହିଁ
- ବିଜେପି ବିଧାୟକ ଦଳ ବୈଠକରେ ମନୋନୀତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ଭାବେ ମନୋନୀତ ଶ୍ରୀମତୀ ପ୍ରଭାତୀ ପରିଡ଼ା ଓ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ଓଡ଼ିଶାବାସୀଙ୍କ ଆଶା ଓ ଆକାଂକ୍ଷା ପୂରଣ ଦିଗରେ ନୂଆ ନେତୃତ୍ଵ କାର୍ଯ୍ୟ କରିବେ ବୋଲି ମୋର ଆଶା।
- .@dpradhanbjp ଭାଇ, ଧନ୍ୟବାଦ | ଆପଣଙ୍କ ସରକାର ଚାଷୀ ଆଇନ ପ୍ରତ୍ୟାହାର କରିଛନ୍ତି, କିନ୍ତୁ ଏଠି ପ୍ରଶ୍ନ ଉଠୁଛି ଭାରତବର୍ଷର ଯେଉଁ ୭୫୦ ଜଣ ନିରୀହ ଚାଷୀ ପ୍ରାଣ ହରାଇଲେ, ତାର ନୈତିକ ଦାୟିତ୍ୱ କାହାଉପରେ? #FarmLawsRepealed
- କୃତଜ୍ଞତା ହେଉଛି ପ୍ରାର୍ଥନାର ସର୍ବଶ୍ରେଷ୍ଠ ମାଧ୍ୟମ। ଯେଉଁଠି କୃତଜ୍ଞତା ନଥାଏ , ସେଠାରେ ଈଶ୍ଵର ମଧ୍ୟ ସହାୟତା କରନ୍ତି ନାହିଁ। ଜୟ ଜଗନ୍ନାଥ 🙏



